ସୁଭଦ୍ରା ଯୋଜନା ନେଇ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ

୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ ସୁଭଦ୍ରା ଯୋଜନା ନେଇ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ । ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡା […]

କାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବେ ଖୋଲିବ ସ୍କୁଲ

କାଲିଠୁ ରାଜ୍ୟରେ ସ୍ୱାଭାବିକ ସ୍କୁଲ ଆସନ୍ତାକାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବେ ଖୋଲିବ ସ୍କୁଲ । ରାଜ୍ୟରେ ପାଣିପାଗ ବଦଳିବା ହେତୁ, ସ୍କୁଲ ସ୍ୱାଭାବିକ ଚାଲିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ […]

୨୬ରୁ ବଢିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି […]

ପିସିସି ସଭାପତିଙ୍କୁ କାଳିମାଡ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

କଂଗ୍ରେସରୁ ୫ଜଣ ବହିଷ୍କୃତ ପିସିସି ସଭାପତିଙ୍କ ଉପରେ କାଳିମାଡ ଘଟଣାରେ ପିସିସି ସଭାପତିଙ୍କ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ କମିଟିର ପଦକ୍ଷେପ ନିଆଯାଇଛି୍ । କଂଗ୍ରେସରୁ ୬ବର୍ଷ ପାଇଁ ୫ଜଣଙ୍କୁ ବହିଷ୍କୃତ କରାଯାଇଛି । ସେମାନେ ହେଲେ […]

ତାରିଣୀ ପୀଠ ହେବ ଜାତୀୟ ପର୍ଯ୍ୟଟନସ୍ଥଳୀ

ତାରିଣୀ ମନ୍ଦିର ପାଇଁ ଆଉ ୫୦ କୋଟି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ […]

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତଙ୍କ ଦେହାନ୍ତ

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ଆଚାର୍ଯ୍ୟଙ୍କ ଦେହାନ୍ତ  ଅଯୋଧ୍ୟରେ ଥିବା ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରତିମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ମୁଖ୍ୟ ପୂଜକ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତ ଆଉ ନାହାନ୍ତି। ଆଜି ୮୬ […]

ବିଷାକ୍ତ ମଦ ପିଇ ଗଲାଣି ୫୫ ଜୀବନ

ତାମିଲନାଡୁ ମଦ ମୃତ୍ୟୁ ମାମଲା, ମୁଖ୍ୟ ଯୋଗାଣକାରୀ ଗିରଫ ତାମିଲନାଡୁ ମଦ ମୃତ୍ୟୁ ମାମଲାରେ ସନ୍ଦିଗ୍ଧ ମୁଖ୍ୟ ଯୋଗାଣକାରୀ ଗିରଫ। ଆଜି ପୁଲିସ ଜଣେ ମୁଖ୍ୟ ଯୋଗାଣକାରୀକୁ ଗିରଫ କରିଛି। ପୁଲିସ କହିଛି ଯେ, […]

୧୦୮ ଗରା ସୁବାସିତ ଜଳରେ ଶ୍ରୀଜିଉ କଲେ ସ୍ନାନ

ସ୍ନାନ କରାଇଲେ ଦେବରାଜ ଇନ୍ଦ୍ର! ରତ୍ନ ସିଂହାସନ ଛାଡ଼ି ସ୍ନାନ ବେଦୀକୁ ଆସିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ଭ୍ରାତା ବଳଭଦ୍ର ଏବଂ ଭଗିନୀ ସୁଭଦ୍ରା । ସ୍ନାନମଣ୍ଡପରେ ୧୦୮ ଗରା ଜଳରେ ଚତୁର୍ଦ୍ଧାମୁରତୀଙ୍କର ପବିତ୍ର ସ୍ନାନ […]

ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ

ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ବର୍ଷକ ପରେ ପୁଣିଥରେ ଭକ୍ତ […]

ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ

ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ୱରରେ ଥିବା […]

କାଶ୍ମୀରରୁ ମୋଦିଙ୍କ ସନ୍ଦେଶ

‘କହିଲେ ଯୋଗ ପ୍ରତି ଆକର୍ଷିତ ହେଉଛି ବିଶ୍ୱ’ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏଥରର ଥିମ୍‌ ରହିଛି ‘ନିଜ ଓ ସମାଜ ପାଇଁ ଯୋଗ’। ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ […]