ଯୋଗ କଲେ ମୁଖ୍ୟମନ୍ତ୍ରୀ

ଯୋଗ ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।ଅନ୍ତର୍ଜାତୀୟ ଯୋଗ ଦିବସ […]

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । […]

ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍

ଯାଞ୍ଚ ହେବ ଇଭିଏମ୍ ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍ । ପୁଣିଥରେ ଯାଞ୍ଚ ହେବ ଇଭିଏମ୍ । ୧୩ଟି ବୁଥ୍ରେ ଇଭିଏମ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ […]

ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ବଢିଲା ଅଡୁଆ

କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି […]

ଭର୍ତ୍ତୃହରି ମହତାବ ହେଲେ ଲୋକସଭାର କାମଚଳା ବାଚସ୍ପତି

ଭର୍ତ୍ତୃହରି ଲୋକସଭାର କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହୋଇଛନ୍ତି। ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି […]

କେନ୍ଦ୍ର ସରକାରଙ୍କୁ ଘେରିଲେ କଂଗ୍ରେସ ସାସଂଦ ରାହୁଲ ଗାନ୍ଧୀ

‘ବିଜେପି ଶାସିତ ରାଜ୍ୟରେ ହେଉଛି ଅଧିକ ପେପର ଲିକ୍’ ନିଟ୍ ଓ ୟୁଜିସି ନେଟ୍ ପରୀକ୍ଷା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିଲେ କଂଗ୍ରେସ ସାସଂଦ ରାହୁଲ ଗାନ୍ଧୀ । ଗତକାଲି ୟୁଜିସି ନେଟ୍ ପରୀକ୍ଷା […]

କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ

ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ଏନବିଡବ୍ଲୁ ମାମଲାରେ ହାଜରହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ । କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ […]

ତାମିଲନାଡୁରେ ବିଷାକ୍ତ ମଦ ନେଲା ଜୀବନ

ବିଷାକ୍ତ ମଦ ନେଲା ୨୫ ଜୀବନ ତାମିଲନାଡୁରେ ବିଷାକ୍ତ ମଦ ନେଲା ଜୀବନ । ଶେଷ ଖବର ସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । […]

ବାଚସ୍ପତି ହେଲେ ସୁରମା ପାଢୀ

ବାଚସ୍ପତି ଭାବେ ଦାୟିତ୍ୱ ନେଲେ ସୁରମା ପାଢୀ ବିଧାନସଭାର ନୂଆ ବାଚସ୍ପତି ଭାବେ ଦାୟିତ୍ୱ ନେଇଛନ୍ତି ରଣପୁର ବିଧାୟିକା ସୁରମା ପାଢୀ । ଏହି ଗୁରୁଦାୟିତ୍ୱ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଗୃହର ସମସ୍ତ […]

ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଆଉ ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା । ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ହୋଇଥିବା ବେଳେ […]

୬୬ ବର୍ଷରେ ପାଦ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

HAPPY BIRTHDAY ମାଡାମ ପ୍ରେସିଡେଣ୍ଟ ୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଇରଙ୍ଗପୁରରୁ ରାଇସିନା ହିଲରେ ପହଂଚି ଦେଶର ମହିଳାଙ୍କ ପାଇଁ ସେ ପାଲଟିଛନ୍ତି ଉଦାହରଣ । ଦେଶର ପ୍ରଥମ […]