ଆଜି ବି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସୁପ୍ରିମକୋର୍ଟଙ୍କ ଝଟକା ଲଗିଛି। ଦିଲ୍ଳୀ ମଦ ନୀତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଦିଲ୍ଲୀ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। […]

ଟି-ଟ୍ୱେଣ୍ଟି ବିଶ୍ୱକପ ପରେ ଟିମ୍ ଇଣ୍ତିଆରେ ବଡ଼ ପରିବର୍ତ୍ତନ

ମର୍ଣ୍ଣି ମୋର୍କେଲ ଟିମ୍ ଇଣ୍ତିଆର ବୋଲିଂ କୋଚ ଟି-ଟ୍ୱେଣ୍ଟି ବିଶ୍ୱକପ ପରେ ଟିମ୍ ଇଣ୍ତିଆରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ବଦଳିଲେ ହେଡ କୋଚ୍ ଓ ସପୋର୍ଟିଂ ଷ୍ଟାଫ୍ । ଗୌତମ ଗମ୍ବୀର […]

ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ

ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଆସନ୍ତାକାଲି ୭୮ତମ ସ୍ବାଧୀନତା ଦିବସ ପାଳିବ ଦେଶ । ଏ ନେଇ ପୋଲିସ ପଦକ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ । ସାହସିକତା ଓ […]

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ […]

ଛାତ୍ର ସଭାପତି ବାଛିଲା କଂଗ୍ରେସ

ଉଦିତ୍ ନାରାୟଣ ପ୍ରଧାନ ହେଲେ ଛାତ୍ର କଂଗ୍ରେସ ସଭାପତି ଛାତ୍ର ସଭାପତି ବାଛିଲା କଂଗ୍ରେସ । ଓଡ଼ିଶା ସମେତ ୯ଟି ରାଜ୍ୟ ପାଇଁ ଛାତ୍ର ସଭାପତିଙ୍କ ନାଁ ଘୋଷଣା କରିଛି ଏଆଇସିସି । ଉଦିତ୍ […]

ପୁଣି ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି

ଅଗଷ୍ଟ ୧୬କୁ ଘୁଞ୍ଚିଲା ଭିନେଶଙ୍କ ପଦକ ଶୁଣାଣି ପୁଣି ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି । ଆସନ୍ତା ଅଗଷ୍ଟ ୧୬ ତାରିଖରେ ଭିନେଶ ଫୋଗାଟଙ୍କ ଶୁଣାଣି କରିବେ କୋର୍ଟ । ତେବେ ଆଜି ଭିନେଶ […]

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ କରିବ ସିବିଆଇ

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା, ଆଜି ପଶ୍ଚିମବଙ୍ଗ ଯିବ CBI କୋଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ କରିବ ସିବିଆଇ । ଆଜି ପଶ୍ଚିମବଙ୍ଗ ଯିବ […]

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା

୬ ଲେନ୍ ହେବ ଭୁବନେଶ୍ୱର-ପୁରୀ ରାସ୍ତା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ […]

ମୋହନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ବିଶ୍ୱବିଦ୍ୟାଳୟ ସଂଶୋଧାନ ଆଇନ-୨୦୨୦ର ହେବ ସଂଶୋଧାନ! ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ହେବ ସଂଶୋଧନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପ୍ରସଙ୍ଗରେ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ […]

ପ୍ରମୋଦ ଭଗତଙ୍କୁ ବଡ଼ ଝଟକା

ଦେଢ଼ ବର୍ଷ ପାଇଁ ପ୍ରମୋଦ ଭଗତ ସସପେଣ୍ଡ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ସସ୍‌ପେଣ୍ଡ । ଦେଢ ବର୍ଷ ପାଇଁ ସସ୍‌ପେଣ୍ଡ କଲା ବିଶ୍ବ ବ୍ୟାଡ୍‌ମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ […]

ବିଳମ୍ୱରେ ଆସିବ ସୁଭଦ୍ରା SOP !

ଲୋକଙ୍କ ମତାମତ ପରେ ଆସିବ ସୁଭଦ୍ରା SOP ସୁଭଦ୍ରା ଯୋଜନା SOP ନେଇ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ । ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା SOP ସାର୍ବଜନୀନ ହେବ । ଯୋଜନାରେ କିଏ […]