ପଦ୍ମ ଧରିଲେ ମମତା

ବିଜେପିରେ ମିଶିଲେ ମମତା ମହାନ୍ତ ବିଜେପିରେ ଯୋଗଦେଲେ ମମତା ମହାନ୍ତ । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା । ଏହି ମିଶ୍ରଣ ପର୍ବରେ ଓଡ଼ିଶା […]

ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ

ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ ବିଜେପିରେ ସାମିଲ ହେଲେ ବିଜେଡିର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ବିଜେଡି ଛାଡି ବିଜେପିର ହାତ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ । ଦିଲ୍ଲୀ ଗସ୍ତ ସମୟରେ ସେ […]

ବିଜେଡି ଛାଡିଥିଲେ, ଆଜି ପଦ୍ମ ଧରିଲେ

ବିଜେପିରେ ମିଶିଲେ ସୋର ବିଧାୟକ ପର୍ଶୁରାମ ଧଡ଼ା ବିଜେଡି ଛାଡିଥିଲେ, ଆଜି ପଦ୍ମ ଧରିଲେ । ବିଜେପିରେ ମିଶିଲେ ସୋର ବିଧାୟକ ପର୍ଶୁରାମ ଧଡ଼ା । ଆଜି ବିଧିବଦ୍ଧ ଭାବରେ ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ […]

କଂଗ୍ରେସ ଟିକେଟ୍ କାଟିବା ପରେ ବିଜେପିରେ ସାମିଲ ହେଲେ ପ୍ରବୋଧ ତିର୍କୀ

ବିଜେପିରେ ମିଶିଲେ ପ୍ରବୋଧ ତିର୍କୀ ପଦ୍ମ ଧରିଲେ ପୂର୍ବତନ ହକି ଟିମ୍‌ ଅଧିନାୟକ ପ୍ରବୋଧ ତିର୍କୀ। ଟିକେଟ୍ କାଟିବା ପରେ ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପ୍ରବୋଧ । ତଳସରା ବିଧାନସଭା ଆସନ ପାଇଁ […]

ବିଜେଡି ଛାଡ଼ିଲେ ବିଜେପିରେ ମିଶିଲେ ଗୀତାଞ୍ଜଳି

ବିଜେପିରେ ମିଶିଲେ ଗୀତାଞ୍ଜଳି ସେଠୀ ବିଜେପିରେ ମିଶିଲେ ଗୀତାଞ୍ଜଳି ସେଠୀ । କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସଭାପତି ଗୀତାଞ୍ଜଳି ସେଠୀ । ବିଜେପି ରାଜ୍ୟ କାର୍ଯ୍ୟାଳୟ ଆସି ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି […]

ବିଜେଡି ଛାଡ଼ି କଂଗ୍ରେସ ମିଶିଲେ ସିପ୍ରା ମଲ୍ଲିକ

କଂଗ୍ରେସରେ ମିଶିଲେ ବିଜେଡି ପୂର୍ବତନ ବିଧାୟିକା ବିଜେଡି ଛାଡ଼ି କଂଗ୍ରେସରେ ମିଶିଲେ ସିପ୍ରା ମଲ୍ଲିକ । କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ। ଭୁବନେଶ୍ୱରରେ କଂଗ୍ରେସ ଭବନରେ ପୂର୍ବତନ ପିସିସି ସଭାପତି ପ୍ରସାଦ […]

ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ବିଜେଡିରେ ଅଭିନେତ୍ରୀ ବର୍ଷା ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶଙ୍ଖ ଭବନରେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି […]

ବିଜେପିରେ ଜ୍ୟୋତି ପାଣିଗ୍ରାହୀ

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଜ୍ୟୋତି ପାଣିଗ୍ରାହୀ ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ। ରାଜ୍ୟ ବିଜେପି କାର୍ୟ୍ୟାଳୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି […]

ବିଜେଡି ଛାଡ଼ିଲେ, ପଦ୍ମ ଧରିଲେ କୈଳାଶ ଚନ୍ଦ୍ର କୁଲେସିକା

‘ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି’ ବିଜେଡି ଛାଡ଼ିଲେ, ପଦ୍ମ ଶିବିରରେ ସାମିଲ ହେଲେ କୈଳାଶ ଚନ୍ଦ୍ର କୁଲେସିକା । କୈଳାଶ କୁଲେସିକା ବିଜେଡିରେ ଥିଲେ । ଲକ୍ଷ୍ମୀପୁର ବିଧାନସଭା ଆସନ ପାଇଁ ବିଜେଡି […]

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

‘ଆଗକୁ ବଢ଼ିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିକାଶ ଯାତ୍ରାରେ ସାମିଲ ହେଲି’ ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିବା ଲେଖାଶ୍ରୀ ସାମନ୍ତସିଂହାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ […]

କେନ୍ଦ୍ରାପଡ଼ା ଆସନରୁ ପ୍ରାର୍ଥୀ ହୋଇପାରନ୍ତି ଗଣେଶ୍ୱର ବେହେରା

ଶଙ୍ଖ ଧରିଲେ ଗଣେଶ୍ୱର ବେହେରା ବିଜେଡିରେ ସାମିଲ ହୋଇଛନ୍ତି ଗଣେଶ୍ୱର ବେହେରା। ଆଜି ସେ ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଛନ୍ତି। ତାଙ୍କର ଅନେକ ସମର୍ଥକ ମଧ୍ୟ ଶଙ୍ଖ ଧରିଛନ୍ତି। ୪ ଦିନ ତଳେ […]