ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼, ଟଳିପଡ଼ିଲେ ସାମ୍ବାଦିକ ବିହାରରେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା । ଏକ ଖବରକାଗଜ ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଛନ୍ତି । […]