ମହମ୍ମଦ ସାମିଙ୍କୁ ମିଳିବ ଅର୍ଜୁନ ପୁରସ୍କାର ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ଭାରତର ସର୍ବୋଚ୍ଚ ପୁରସ୍କାର ‘ଖେଳ ରତ୍ନ’ ପାଇଁ ଦୁଇ ଜଣ ବ୍ୟାଡମିଣ୍ଟନ ଖେଳାଳିଙ୍କୁ […]