ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି

ସୁରମା ପାଢ଼ୀ ହେବେ ବାଚସ୍ପତି ବିଜେପି ବିଧାୟକ ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି । ରଣପୁର ବିଧାନସଭା ଆସନରୁ ହେଇଛନ୍ତି ନିର୍ବାଚିତ । ମେଣ୍ଟ ସରକାରରେ ଥିଲେ ସମବାୟ ମନ୍ତ୍ରୀ । […]

ଶପଥ ନେଲେ ୮ କ୍ୟାବିନେଟ୍‌ ୫ ରାଷ୍ଟ୍ରମନ୍ତ୍ରୀ

ମୋହନଙ୍କ ମନ୍ତ୍ରିମଣ୍ଡଳରେ କାହାକୁ ମିଳିଲା ସ୍ଥାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶପଥ ନେଲେ ଉପମୁଖ୍ୟମନ୍ତ୍ରୀଙ୍କ ଏବଂ ତାଙ୍କ ମନ୍ତ୍ରିମଣ୍ଡଳ । ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। […]

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଆଜିଠୁ ରାଜ୍ୟରେ ମୋହନ ସରକାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି […]

ନବୀନଙ୍କୁ ଭେଟି ନିମନ୍ତ୍ରଣ କଲେ ମୋହନ ମାଝୀ

ନବୀନଙ୍କୁ ଭେଟିଲେ ମୋହନ ଆଜିଠୁ ଓଡ଼ିଶାରେ ମୋହନ ସରକାର। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳ […]

ପ୍ରଥମ ଥର ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ

ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ମୋହର ବାଜିଛି। କେନ୍ଦୁଝର ମାଟିର‍ ଆଦିବାସୀ ପୁଅ ଓଡ଼ିଶାର ମଙ୍ଗ ଧରିଛନ୍ତି। ସେ ହେଲେ ବିଜେପି […]

ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ଆସନ୍ତାକାଲି ନୂଆ ସରକାର ଶପଥଗ୍ରହଣ କରିବାକୁ ଥିବା ବେଳେ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଅଧିକାରୀ ମାନଙ୍କୁ ହେଡକ୍ୱାର୍ଟର ନ ଛାଡିବାକୁ […]

୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା

କେଭି ଓ ପ୍ରଭାତୀଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ […]

ଓଡ଼ିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ

ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । […]

କିଏ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?

ନଡ୍ଡାଙ୍କ ପରେ କିଏ ଧରିବେ ଦଳର ମଙ୍ଗ କିଏ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ନଡ୍ଡାଙ୍କ ପରେ କିଏ ଧରିବେ ଦଳର ମଙ୍ଗ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କେନ୍ଦ୍ର […]

ବିଧାୟକ ଦଳ ବୈଠକରେ ହେବ ନାଁ ଫାଇନାଲ

ଆଜି ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାଁ ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ହଟିବ ସସପେନ୍ସ। ବିଜେପି ବିଧାୟକ ଦଳ ବୈଠକରେ ଆଜି ନାଁ ସ୍ପଷ୍ଟ ହେବ। ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ […]

ଆସିଲା କେନ୍ଦ୍ର ମନ୍ତ୍ରିମଣ୍ତଳ ତାଲିକା

ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ? ଶପଥ ନେବାର ପ୍ରାୟ ୨୪ ଘଣ୍ଟା ପରେ ମୋଦି ୩.୦ ସରକାର କାହାକୁ କେଉଁ ମନ୍ତ୍ରଣାଳୟ ଦାୟିତ୍ୱ ମିଳିଛି, ତା’ର ତାଲିକା ଜାରି କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ […]