ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

୮ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି ରାଜ୍ୟରେ ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ […]

ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ

ସାରଦା ନାୟକଙ୍କ ନାଁରେ ମାମଲା ନିର୍ବାଚନରେ ବିଜୟୀ ହେବା ପରେ ଏବେ ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ । ତାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆସିଛି ସାଂଘାତିକ ଅଭିଯୋଗ […]

ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ

ଆଗାମୀ ୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଆଗାମୀ ୩ରୁ ୪ […]

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଗାଡି ଉପରକୁ ଉଗ୍ରବାଦୀ ଆକ୍ରମଣ

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଗାଡି ଉପରକୁ ଆକ୍ରମଣ ଉଗ୍ରବାଦୀମାନେ ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଗାଡି ଉପରକୁ ଆକ୍ରମଣ କରିଛନ୍ତି । ସୁରକ୍ଷା ବଳ ଭିତରେ ଯାଉଥିବା ଏନ ବିରେନ ସିଂ କାଙ୍ଗପୋକପି ଜିଲ୍ଲାକୁ […]

କାଲି ମୁଖ୍ୟମନ୍ତ୍ରୀ ନାଁ ଘୋଷଣା, ବୁଧବାର ଶପଥ ପାଠ

ବୁଧବାର ୫ଟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୫ଟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କରିବେ । ୨ଟା ୩୦ରେ ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ […]

ଚାଷୀଙ୍କୁ ମିଳିବ ୨୦ ହଜାର କୋଟି

ଚାଷୀଙ୍କ ଫାଇଲରେ ମୋଦିଙ୍କ ପ୍ରଥମ ଦସ୍ତଖତ ପ୍ରଧାନମନ୍ତ୍ରୀ ଭାବେ ଶପଥପାଠ ପରେ ଆଜି ସର୍ବପ୍ରଥମେ ପିଏମ୍ କିଶାନ ନିଧି ଫାଇଲରେ ପ୍ରଥମ ଦସ୍ତଖତ କରିଛନ୍ତି ମୋଦୀ । ଆଜି ପିଏମଓ ପହଞ୍ଚିବା ପରେ ଏହା […]

ଜମ୍ମୁ-କାଶ୍ମୀରରେ ଚାଲିଛି ସର୍ଚ୍ଚ ଅପରେସନ୍

ତୀର୍ଥଯାତ୍ରୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଯାଞ୍ଚ କରୁଛି ଏନଆଇଏ ଜମ୍ମୁ-କାଶ୍ମୀର ରିୟାସି ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣରେ ୧୦ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ଘଟଣା । ଯାଞ୍ଚ ପାଇଁ ଘଟଣାସ୍ଥଳକୁ ଗଲେ ଏନଆଇଏ ଟିମ୍ […]

ଇତିହାସକୁ ଦ୍ୱିତୀୟଥର ପାଇଁ ଦୋହରାଇଛନ୍ତି ନରେନ୍ଦ୍ର ମୋଦି

ମୋଦି ୩.୦ରେ ୩୦ କ୍ୟାବିନେଟ ମନ୍ତ୍ରୀ ଇତିହାସକୁ ଦ୍ୱିତୀୟଥର ପାଇଁ ଦୋହରାଇଛନ୍ତି ନରେନ୍ଦ୍ର ମୋଦି । ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି […]

ଭୁବନେଶ୍ବରରେ ପୁଣି ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବରରେ ମୋଦିଙ୍କ ରୋଡ୍ ସୋ’ ଭୁବନେଶ୍ବରରେ ପୁଣି ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜଧାନୀ ଦେଖିବ ମୋଦିଙ୍କ ବିଶାଳ ରୋଡ୍ ସୋ’। ୧୨ ତାରିଖରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ […]

ମୋଦିଙ୍କ କ୍ୟାବିନେଟରେ ଓଡ଼ିଶାରୁ କିଏ?

ମୋଦିଙ୍କ କ୍ୟାବିନେଟରେ ଓଡ଼ିଶାରୁ କିଏ? ମୋଦିଙ୍କ ସହ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅନେକ ନେତା । ଜାଣନ୍ତୁ ଓଡ଼ିଶାରେ କିଏ ପାଇଲେ ମନ୍ତ୍ରୀପଦ… ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭାରୁ […]

ମୋଦିଙ୍କ ତୃତୀୟ ପାଳି, କାହାକୁ ମିଳିଲା ମନ୍ତ୍ରୀପଦ

ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା ସ୍ଥାନ? ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ଶପଥ ଗ୍ରହଣ ଉତ୍ସବରେ ଯୋଗ […]