ବିଜେଡି ଗଡରେ ବିଜୟୀ ହେଲା ବିଜେପି

ଦିଗପହଣ୍ଡିରେ ବିଜୟୀ ହେଲେ ସିଦ୍ଧାନ୍ତ ମହାପାତ୍ର ଦିଗପହଣ୍ଡିରେ ଦମ୍ ଦେଖାଇଲା ବିଜେପି । ବିଜେଡି ଗଡରେ ବିଜୟୀ ହେଲା ବିଜେପି । ବିଜେଡିର ପ୍ରାର୍ଥୀ ବିପ୍ଳବ ପାତ୍ରଙ୍କୁ ହରାଇ ବିଜୟୀ ହେଲେ ସିଦ୍ଧାନ୍ତ ମହାପାତ୍ର […]

ଓଡ଼ିଶା ଫଳାଫଳକୁ ନେଇ ମୋଦୀଙ୍କ ପୋଷ୍ଟ

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୋଦି ଓଡ଼ିଶା ବିଧାନସଭା ଫଳାଫଳକୁ ନେଇ ସୋସିଆଲମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୋଷ୍ଟ । ମୋଦୀ ପୋଷ୍ଟ କରି ଲେଖିଛନ୍ତି, ଓଡ଼ିଶା ଧନ୍ୟବାଦ । ଓଡ଼ିଶା ସଂସ୍କୃତିକୁ ନେଇ […]

ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରେ ବିଜୟୀ

ଗାନ୍ଧିନଗରରୁ ଜିତିଲେ ଅମିତ ଶାହ ଉତ୍ତପ୍ରଦେଶ ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରେ ବିଜୟୀ ହୋଇଛନ୍ତି । ପୁରା ୩୫ ବର୍ଷ ହେବ ଗୁଜୁରାଟର ଗାନ୍ଧିନଗର ଗଡ ପାଲଟିଛି ବିଜେପିର । ପ୍ରଥମେ ଏହା […]

ନବାଗତଙ୍କଠାରୁ ହାରିଲେ ବିଜେଡିର ୧୨ମନ୍ତ୍ରୀ

ହାରିଲେ ୧୨ ମନ୍ତ୍ରୀ ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ […]

ଜିତିଲେ ଜୟନାରାୟଣ, ହାରିଲେ ରୋହିତ

ପଞ୍ଚମ ଥର ପାଇଁ ଜିତିଲେ ଜୟନାରାୟଣ ମିଶ୍ର। ସେ ତାଙ୍କ ନିକଟତର ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ପରାସ୍ତ କରିଛନ୍ତି। ଜୟନାରାୟଣ ବିଜେୟୀ ହେବା ପରେ ବିଜେପି କର୍ମୀଙ୍କ ମଧ୍ୟରେ ଉତ୍ସାହ […]

ସମ୍ବଲପୁରରୁ ହାରିଲେ ବାବି, କୋରେଇରୁ ବବିଙ୍କ ମା’

ହାରିଲେ ମାଆ – ପୁଅ ବିଜେଡିକୁ ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା ଲାଗିଛି । ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ […]

ବିଜେଡି ହାତରୁ ଗଲା ମାହାଙ୍ଗା

ହାରିଲେ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ମାହାଙ୍ଗାରୁ ପରାସ୍ତ ହେଲେ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ପ୍ରତାପ ଜେନା । ସ୍ୱାଧୀନ ପ୍ରାର୍ଥୀ ସାରଦା ପ୍ରଧାନଙ୍କ ଠାରୁ ହାରିଲେ ଅଙ୍କିତ ଜେନା । ୫ […]

ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା

ଭୁଷୁଡିଲା ବିଜେଡିର ଗଡ଼ ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼ । ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ […]

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭଙ୍ଗ ହେଲା ବିଧାନସଭା ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି । ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ ମଧ୍ୟ ସୁପାରିଶ କରିଥିଲା […]

ବିଜୟ ପୂର୍ବରୁ ଉତ୍ସବ ପାଳନର ପ୍ରସ୍ତୁତି!

ବିଜୟ ପୂର୍ବରୁ ଉତ୍ସବ ପାଳନର ପ୍ରସ୍ତୁତି! ଲୋକସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ହେବ ବୋଲି ସମସ୍ତ ଏକ୍ଜିଟ୍ ପୋଲ୍ ପୂର୍ବାନୁମାନ କରିଛି। ଏକ୍ଜିଟ୍ ପୋଲ୍ ଫଳାଫଳ ସଠିକ୍ ପ୍ରମାଣିତ ହେଲେ ରାଜଧାନୀରେ ବିଜେପି […]