ଡାକ୍ତରୀ ବୃତ୍ତି ନୁହେଁ ବ୍ରତ: ରାଷ୍ଟ୍ରପତି ଲୋକେ ଡାକ୍ତର, ଓକିଲ ଓ ଶିକ୍ଷକଙ୍କୁ ଭଗବାନ ମାନନ୍ତି। ଡାକ୍ତରମାନେ ନିଷ୍ଠାର ସହିତ ସେବା କରି ରୋଗୀଙ୍କୁ ଭଲ କରି ପାରନ୍ତି। ଭଗବାନଙ୍କୁ ଆମେ ଦେଖି ନାହୁଁ। […]