ଓଡ଼ିଶା ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ! Editor June 24, 2023 0 ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏନେଇ ଟ୍ବିଟ ମାଧ୍ୟମରେ ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୂଚନା ଅନୁସାରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ […]