ଚନ୍ଦ୍ରର କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରଯାନ-୩ ସଫଳତାର ସିଡି ଚଢିଚାଲିଛି ଚନ୍ଦ୍ରଯାନ-୩ । ଭାରତର ଚନ୍ଦ୍ର ଅଭିଯାନ ଚନ୍ଦ୍ରଯାନ-୩କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ […]