ଓଡ଼ିଶା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ-ବାରବାଟୀ ବିଧାୟକ User 003 March 17, 2024 0 ସୁପ୍ରିମକୋର୍ଟ ଗଲେ ମହମ୍ମଦ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ । ବିଧାୟକ ଭାବେ ମୋକିମଙ୍କ ନିର୍ବାଚନ ବିଜୟକୁ ଓଡ଼ିଶା ହାଇକୋର୍ଟ ମାର୍ଚ୍ଚ ୪ରେ ଅସିଦ୍ଧ ଘୋଷଣା କରିଥିଲେ । […]