ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ୧ ନମ୍ବର

ମହିଳା ଶସକ୍ତିକରଣରେ ଓଡ଼ିଶା ମଡେଲ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫।  ୨୫ଟି ରାଜ୍ୟର ଲକ୍ଷପତି ଦିଦିଙ୍କ ଯୋଗଦାନ।  ସର୍ବାଧିକ ୯୮ ପ୍ରତିଶତ ଲକ୍ଷପତି ଦିଦି ସୃଷ୍ଟିକରି ନୟାଗଡ ଜିଲ୍ଲା ରାଜ୍ୟରେ ପ୍ରଥମ। ଲକ୍ଷପତି ଦିଦି […]

ଓଡ଼ିଶାବାସୀଙ୍କ ସେବା କରିବାକୁ ପ୍ରତିଶ୍ରୁତିବଦ୍ଧ

ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବା […]

ମୋହନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ବିଶ୍ୱବିଦ୍ୟାଳୟ ସଂଶୋଧାନ ଆଇନ-୨୦୨୦ର ହେବ ସଂଶୋଧାନ! ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ହେବ ସଂଶୋଧନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପ୍ରସଙ୍ଗରେ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ […]

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଯିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦିଲ୍ଲୀ ଭାରତ ମଣ୍ଡପରେ […]

ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମମତାଙ୍କୁ ମୋହନଙ୍କ ଅନୁରୋଧ

ମମତାଙ୍କ ସହ କଥା ହେଲେ ମୋହନ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ […]

ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର କ୍ୟାବିନେଟରେ ଓଡ଼ିଶା ପାଇଁ ୬ ରେଳପ୍ରକଳ୍ପ ପାରିତ ଓଡ଼ିଶାର ବିକାଶ ତଥା ଆର୍ଥିକ ଉନ୍ନତି ପାଇଁ ରେଳର ବିକାଶ କରିବାକୁ କେନ୍ଦ୍ର ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଓଡ଼ିଶାରେ ୬ଟି […]

ଭାରତୀୟ ହକି ଖେଳାଳିଙ୍କ ପାଇଁ ଓଡିଶା ସରକାରଙ୍କ ପୁରସ୍କାର ଘୋଷଣା

ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ, ଅମିତ ରୋହିଦାସଙ୍କୁ ୪କୋଟି ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ […]

ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓଙ୍କ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓଙ୍କ ଆଲୋଚନା ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ […]

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ଏହି ନୋଟିସକୁ ବାଚସ୍ପତି ଗ୍ରହଣ କରିବାପରେ ଆଲୋଚନା ହୋଇଛି । ଅଗ୍ନିବୀର ସଂରକ୍ଷଣ […]

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଳୁ ସଙ୍କଟ: ମମତା ବାନାର୍ଜୀଙ୍କୁ ଭେଟିଲେ ମୋହନ ମାଝୀ ରାଜ୍ୟରେ ଆଳୁ ସଙ୍କଟ ଭିତରେ ଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରୁ ରାଜ୍ୟକୁ ଆଳୁ […]

ନୀତି ଆୟୋଗରେ ମୋହନଙ୍କ ଦାବି

ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ଦାବି: ମୋହନ ମାଝି ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ଦାବି ପାଇଁ […]