ନବୀନଙ୍କୁ ଭେଟି ନିମନ୍ତ୍ରଣ କଲେ ମୋହନ ମାଝୀ

ନବୀନଙ୍କୁ ଭେଟିଲେ ମୋହନ ଆଜିଠୁ ଓଡ଼ିଶାରେ ମୋହନ ସରକାର। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳ […]

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଇସ୍ତଫା ଦେଲେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନରେ ପହଞ୍ଚି ନିଜର ଇସ୍ତଫାପତ୍ର ରାଜ୍ୟପାଳକୁ ଦେଇଛନ୍ତି ନବୀନ ପଟ୍ଟନାୟକ । ବିଜେଡିର ବରିଷ୍ଠ ନେତାଙ୍କ ସହ ଆଲୋଚନା […]

ପ୍ରଥମ ଥର ହାରିଲେ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜିରୁ ନବୀନ ପରାଜିତ ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରୁ ସେ ହାରିଛନ୍ତି। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କଠାରୁ ତାଙ୍କୁ ପରାସ୍ତ କରିଛନ୍ତି। ବିଜୟ ପରେ ବିଜେପି ସମର୍ଥକଙ୍କ […]

ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା

ଭୁଷୁଡିଲା ବିଜେଡିର ଗଡ଼ ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼ । ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ […]

‘ଓଡ଼ିଶାବାସୀ ସ୍ଥିର କରିବେ କିଏ ହେବ ଉତ୍ତରାଧିକାରୀ’

‘ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହଁନ୍ତି’ ବଡ ବୟାନ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ନବୀନ କହିଛନ୍ତି, ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହଁନ୍ତି ବରଂ ଉତ୍ତରାଧିକାରୀ କିଏ ହେବ […]

ଅଚାନକ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଏତେ ମାତ୍ରାରେ ଖରାପ ହେଲା କେମିତି ?

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପଛରେ ଷଡ଼ଯନ୍ତ୍ର! ବାରିପଦା ସଭାରେ ରାଜ୍ୟ ସରକାରଙ୍କ ଉପରେ ଆଜି ପୁଣି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ […]

ଓଡ଼ିଶାରେ ବିଜେପି ସରକାର ଗଢିବା ଉଦ୍ୟମ ବିଫଳ ହେବ

କେନ୍ଦ୍ରୀୟ ନେତା ଅତିଥି ଭଳି ଅପଶବ୍ଦ ବ୍ୟବହାର କରନ୍ତୁ ନାହିଁ ବିଜେପିକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେପିର କ୍ୟାବିନେଟ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କଲେ କଟାକ୍ଷ । କହିଲେ ବିଜେପିର […]

‘ଓଡ଼ିଶାକୁ ରିମୋଟ୍‌ କଣ୍ଟ୍ରୋଲରେ ତାମିଲବାବୁ ଲୁଟୁଛନ୍ତି ’

ଓଡ଼ିଶାକୁ ଲୁଟୁଛନ୍ତି ତାମିଲବାବୁ: ସ୍ମୃତି ଇରାନୀ ପ୍ରଚାର ମଇଦାନରେ ସ୍ମୃତି ଈରାନୀ । ଆଜି ସ୍ମୃତି ଈରାନୀଙ୍କ ମାରାଥନ୍ ପ୍ରଚାର । ପାରାଦୀପ କୁଜଙ୍ଗ ସଭାରେ ବିଜେଡ଼ି ଉପରେ ସିଧା ହମଲା କଲେ ସ୍ମୃତି […]

ଭୋଟ ଦେଲେ, ସେଲଫି ପଏଣ୍ଟରେ ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ

‘ଓଡ଼ିଶାରେ ସ୍ଥିର ସରକାର ଗଢିବ ବିଜେଡି’ ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ନିଜର ମତାଧିକାର ସାବ୍ୟସ୍ତ […]

‘ବିଜେପି ମିଛ କହିବାର ସୀମା ଟପିଯାଇଛି’

ମୁଁ ଫିଟ୍ ଅଛି ପ୍ରଚାର କରୁଛି: ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ ଟାର୍ଗେଟ କରିଛନ୍ତି । ନିର୍ବାଚନୀ ସଭାରେ ଯୋଗ ଦେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ […]

‘ସବୁଆଡ଼େ ସବୀନ ହାୱା’

ବିଜେପି ୩୦ରୁ କମ୍ ଆସନ ପାଇବ: ପାଣ୍ଡିଆନ୍ ଓଡ଼ିଶାରେ ବଡ଼ ବ୍ୟବଧାନରେ ସରକାର କରିବ ବିଜେଡି। ବିଧାନସଭା ଫଳାଫଳ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ପ୍ରତିକ୍ରିୟା ରଖି ଏହି ଦୃଢୋକ୍ତି ପ୍ରକାଶ କରିଛନ୍ତି। […]