ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି

ମଧୁବାବୁ ପେନସନ ହିତାଧିକାରୀଙ୍କ ପାଇଁ ଖୁସି ଖବର ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ଅନ୍ତର୍ଭୁକ୍ତ ବ୍ୟକ୍ତିଙ୍କ ମାସିକ ପେନସନ ରାଶିରେ ୫୦୦ […]

ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କାର ପୁରସ୍କାର

ସୁନା ପୁଅ ଅମିତଙ୍କୁ ମିଳିବ ଦେଢ କୋଟିର ପୁରସ୍କାର ଭାରତୀୟ ହକି ଟିମ୍‌ର ସୁନା ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି ।  ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର […]

ସୌମ୍ୟ ପଟ୍ଟନାୟକ ଓ ସୁଧାଂଶୁ ପରିଡ଼ା ବିଜେଡିରୁ ବହିଷ୍କୃତ

ବିଜେଡିରୁ ବିଦା ହେଲେ ସୌମ୍ୟ ଓ ସୁଧାଂଶୁ ଦୁଇ ଜଣ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ  ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ […]

ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ

ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ଓଡିଶାରେ ପାଳିତ ହେଉଛି ୭୭ତମ ସ୍ୱାଧୀନତା ଦିବସ । ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]

ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ

ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଳିତ ପରେଡର ଅଭିବାଦନ ଗ୍ରହଣ କରିବା ସାଙ୍ଗକୁ ଜାତୀୟ […]

୨ ଦିନିଆ ଓଡ଼ିଶା ଗସ୍ତରେ ଅମିତ ଶାହା

ଗୋଟିଏ ମଞ୍ଚରେ ବସିବେ ନବୀନ-ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଗୃହରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି କେନ୍ଦ୍ର ଗୃହମନ୍ତ୍ରୀ ଶାହାଙ୍କ […]

୮ ଜିଲ୍ଲାରେ ସ୍କୁଲ ବନ୍ଦ

ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ଅବିଶ୍ରାନ୍ତ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସେହିପରି […]

‘ବିନା ନିଲମ୍ବନରେ କାହିଁକି ହେଲାନି ସମାଧାନ’

ଚେଲ୍ଲାକୁମାର କହିଲେ ‘ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ’ ଦଳୀୟ କନ୍ଦଳ ଭିତରେ ଶନିବାର ରାଜ୍ୟ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ଟି ପ୍ରସ୍ତାବ ଗୃହୀତ ହୋଇଛି। ଏହାକୁ ଆଧାର କରି ୨୦୨୪ ପାଇଁ ରଣନୀତି […]

ନବୀନଙ୍କ ନାଁରେ ନୂଆ ରେକର୍ଡ

ରେକର୍ଡ ଭାଙ୍ଗିଲେ ନବୀନ । ନବୀନଙ୍କ ନାଁରେ ଆଜି ଲେଖା ହୋଇଛି ନୂଆ ରେକର୍ଡ । ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଜ୍ୟୋତି ବସୁଙ୍କୁ ପଛରେ ପକାଇ […]

ନବୀନଙ୍କ ନାଁରେ ଯୋଡି ହେବ ନୂଆ ରେକର୍ଡ

୨୨ରେ ନବୀନ ହେବେ ଦ୍ବିତୀୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଯୋଡି ହେବ ନୂଆ ରେକର୍ଡ । ସର୍ବାଧିକକାଳ ଶାସନ କ୍ଷମତାରେ ରହିଥିବା ଦେଶର ଦ୍ଵିତୀୟ ମୁଖ୍ୟମନ୍ତ୍ରୀର ମାନ୍ୟତା ପାଇବାକୁ ଯାଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ […]

ବଢ଼ିଲା ସାମ୍ବାଦିକ ବୀମା ରାଶି ପରିମାଣ

ରାଜ୍ୟରେ ଉପକୃତ ହେବେ ୮୭୧୭ ସାମ୍ବାଦିକ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା […]