ମମତା ଯୋଜନାରେ ୨ଟି କିସ୍ତିରେ ମିଳବ ୧୦ ହଜାର ଟଙ୍କା

ଦ୍ବିଗୁଣା ହେବ ‘ମମତା ଯୋଜନା’ର ସହାୟତା ରାଶି ପୁଣି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା […]

ସହିଦ୍ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଗିଫ୍ଟ ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପାଇଁ ଦୁଇଟି ବଡ଼ ଘୋଷଣା । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ […]

ଭି.କେ.ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି

କାଲି ଅବସର ଆଜି ପ୍ରମୋସନ ଆଇଏଏସ୍ ଚାକିରିରୁ ସ୍ୱେଚ୍ଛାକୃତ ଭାବେ ଅବସର ଗ୍ରହଣ କରିଛନ୍ତି ପୂର୍ବତନ 5-T ସଚିବ ଭି.କେ.ପାଣ୍ଡିଆନ । ସୋମବାର ଭି.କେ ପାଣ୍ଡିଆନ ଅବସର ନେଲେ ଆଉ ଆଜି ତାଙ୍କୁ ମିଳିଛି […]

ପଞ୍ଚଭୂତରେ ବିଲୀନ ହେଲେ ସହିଦ ଯବାନ ସରୋଜ ଦାସ

ସହିଦ୍ ଯବାନ ଅମର ରହେ… ପଞ୍ଚଭୂତରେ ବିଲୀନ ହେଲା ସହିଦ ଓଡ଼ିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ଏବେ ବି ଗୁମୁରି କାନ୍ଦୁଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କେନ୍ଦୁଢ଼ିପ ଗାଁ । […]

ନେତାଜୀ ବସ୍ ଟର୍ମିନାଲରେ ମିଳିବ ଅତ୍ୟାଧୁନିକ ସେବା

ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ ଲୋକାର୍ପିତ କଟକରେ ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ । ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ବସଷ୍ଟାଣ୍ଡରୁ ପୁରୀକୁ […]

ବଦଳିଲା ଯାଜପୁର ମେଡିକାଲ କଲେଜ ଏବଂ ଡାକ୍ତରଖାନାର ନାଁ

ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ ବଦଳିଲା ଯାଜପୁର ମେଡିକାଲ କଲେଜ ଏବଂ ଡାକ୍ତରଖାନାର ନାମ । ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଓ ହସ୍ପିଟାଲ […]

୬୧ ବର୍ଷ ପରେ ପୂରଣ ହେବ କଳାହାଣ୍ଡିବାସୀଙ୍କ ସ୍ବପ୍ନ

ଉତ୍କେଲାରୁ ଉଡ଼ିବ ଉଡ଼ାଜାହାଜ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମରେ ଥିବା ଉଡ଼ାଜାହାଜ ପଡ଼ିଆରୁ ବିମାନ ଉଡ଼ାଣ ପାଇଁ ମିଳିଲା ଅନୁମତି । ଆଜି ଦିଲ୍ଲୀସ୍ଥିତ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ବା […]

ସହଜରେ ସାମ୍ବାଦିକଙ୍କୁ ମିଳିବ ବୀମା

ଗୋଟିଏ କ୍ଲିକ୍ ରେ ସାମ୍ବାଦିକ ବୀମା ଗୋଟିଏ କ୍ଲିକରେ ମିଳିବ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା […]

ବଦଳିବ ଟିମ୍ ଇଣ୍ଡିଆର ଜର୍ସି

ବାଇଜୁ ନୁହେଁ ଡ୍ରିମ୍ ଇଲେଭେନ୍ ଜର୍ସି BCCIର ବଡ଼ ଘୋଷଣା । ବଦଳିମ ଟିମ୍ ଇଣ୍ଡିଆର ଜର୍ସି । ବାଇଜୁ ବଦଳରେ ଏବେ ଟିମ୍‌ ଇଣ୍ଡିଆ ଜର୍ସିରେ ଦେଖିବାକୁ ମିଳିବ ଡ୍ରିମ ଇଲେଭେନର ଲୋଗୋ […]

କୋରେଇରେ କାହାର କଟିବ ପତା, କିଏ ପିନ୍ଧିବ ମୁକୁଟ ?

2024 ନିର୍ବାଚନ ପାଇଁ ତାତି ବଢିଲାଣି, ଆଉ ଏହାସହ ଆଶାୟୀଙ୍କ ମନରେ ଛନକା ମଧ୍ୟ ପଶିଲାଣି । ଦଳୀୟ ସୁପ୍ରିମୋ କାହାକୁ ଟିକେଟ ଦେବେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏବେ […]

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ଉଚ୍ଚା ଆକ୍ସନ

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ଉଚ୍ଚା ଆକ୍ସନ । ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁଁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ […]