ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କର ୧୦୨ ବର୍ଷ ବୟସରେ ଦେହାନ୍ତ ହୋଇଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଚି । […]