ଶୀତବସ୍ତ୍ର ପିନ୍ଧିବେ ଶ୍ରୀଜିଉ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣୀ ଷଷ୍ଠୀ । ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା । ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ଓଢ଼ଣ ଷଷ୍ଠୀ […]