ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫ‌କେଟ୍ ପରୀକ୍ଷା ଆଜିଠୁ ଚାଲିଛି ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ହେଉଛି ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା […]