ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ୍ କାର୍ଯ୍ୟରତ ସାମ୍ବାଦିକମାନେ ଏଥର ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ମତଦାନ କରିପାରିବେ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ ବ୍ୟବସ୍ଥା କଲେ ଇସିଆଇ। ପ୍ରଥମଥର ପାଇଁ ଏପରି ନିଷ୍ପତ୍ତି […]