ଓଡ଼ିଶା ଦେଶ କାଲି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି Jajati express Reporter July 24, 2023 0 ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ମହାମହିମ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ସରିଛି ସମସ୍ତ ପ୍ରସ୍ତୁତି । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର […]