ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ଆଜିଠୁ ରାଜ୍ୟରେ ଗଡ଼ିବ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ହେବ ରାଜ୍ୟର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ […]