ଶ୍ରୀଜିଉଙ୍କୁ ଲାଗି ହେବ ଖଡି ପ୍ରସାଦ

ଆଜି ଅଣସରର ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଘଣ୍ଟ, ଛତା କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା […]

ସକାଳ 8ରୁ ନବଯୌବନ ଦର୍ଶନ କରିବେ ଭକ୍ତ

ଜୁନ୍ ୨୦ରେ ବିଶ୍ୱ ନିଅନ୍ତାଙ୍କ ଘୋଷଯାତ୍ରା। ଏଥିନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଜୁନ୍‌ ୧୯ରେ ଶ୍ରୀଜିଉଙ୍କର ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ସକାଳ ୮ଟାରୁ ପାରିମାଣିକ ଦର୍ଶନ ଆରମ୍ଭ ହେବ। ୯ଟା ଯାଏଁ ଭକ୍ତମାନେ […]

ରଥଯାତ୍ରାରେ ମୁତୟନ ହେବେ ୧୬୦ ପ୍ଲାଟୁନ୍ ଫୋର୍ସ

ଆଉ ୬ ଦିନ ପରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ପୁରୀରେ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏସପିଙ୍କ […]

ଭାଙ୍ଗି ଯାଇଛି କାଳିଆର ରତ୍ନ ପଲଙ୍କ !

ପୁରୀ (ଯଯାତି ଏକ୍ସପ୍ରେସ ବ୍ଯୁରୋ): ଭଙ୍ଗା ପଲଙ୍ଗରେ ଶୋଉଛନ୍ତି ପ୍ରତି ଓଡିଆଙ୍କ ଆରାଧ୍ୟ ମହାପ୍ରଭୁ ଶ୍ରୀ ଜଗନ୍ନାଥ । ପୁରୁଣା ହୋଇଗଲାଣି ମହାପ୍ରଭୁଙ୍କ ଗଜଦନ୍ତ ପଲଙ୍କ । ପଲଙ୍କର ଗୋଡ ସହ ଅନ୍ୟାନ୍ୟ ସ୍ଥାନ […]

ରଥଯାତ୍ରାରେ ଉଡିପାରିବନି ଡ୍ରୋନ୍

ଆସନ୍ତା 20 ତାରିଖରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଏହା ପରେ ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ନୀତି ଓ ନିଳାଦ୍ରୀ ବିଜେ ଅନୁଷ୍ଠିତ ହେବ। ଏହି ଯାତ୍ରାକୁ ଶୃଙ୍ଖଳିତ ଭାବେ ସଂପନ୍ନ କରିବା […]

ମହାପ୍ରଭୁଙ୍କୁ ଲାଗି ହେଲା ଫୁଲୁରି ତେଲ

ମହାସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ । ଜ୍ୱରରୁ ଆରୋଗ୍ୟ କରିବା ପାଇଁ ମହାପ୍ରଭୁଙ୍କ ପାଇଁ ଚାଲିଛି ସ୍ୱତନ୍ତ୍ର ଗୁପ୍ତ ସେବା ଓ ଉପଚାର । ଠାକୁରଙ୍କ ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଚେରମୂଳି […]