ଆଇଏଏସ ସ୍ତରରେ ଛୋଟ ଅଦଳବଦଳ

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ । ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ। ମୟୂରଭଂଜ ଜିଲ୍ଲାପାଳ ଆଶିଷ ଠାକରେ ହେଲେ ବାଲେଶ୍ୱର ଜିଲ୍ଲାପାଳ । ମୟୂରଭଞ୍ଜ ଜିଲ୍ଲାପାଳ ଓ […]

ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା […]

ଫେବୃଆରୀ ୨୩ରୁ ମାର୍ଚ୍ଚ ୧୯ ଯାଏଁ ହେବ ନାଟମଣ୍ଡପ ମରାମତି କାମ

୨୩ରୁ ଆରମ୍ଭ ନାଟମଣ୍ଡପ ମରାମତି କାମ ଫେବୃଆରୀ ୨୩ ତାରିଖରୁ ନାଟମଣ୍ଡପ ଅବଶିଷ୍ଟ ମରାମତି କାର୍ଯ୍ୟ ଆରମ୍ଭ ହୋଇ ୧୯ ମାର୍ଚ୍ଚ ମଧ୍ୟରେ ନାଟମଣ୍ଡପ କାମ ଶେଷ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । […]

ମହାପ୍ରଭୁଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି, ୩ଘଣ୍ଟା ବନ୍ଦ ରହିବ ଦର୍ଶନ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଏହି ନୀତି ଚାଲିବ । ତେଣୁ ସନ୍ଧ୍ୟା ୬ଟାରୁ […]

ଶ୍ରୀମନ୍ଦିର ସହ ଯୋଡ଼ି ହେବ ସୂର୍ଯ୍ୟମନ୍ଦିର

ପୁରୀରୁ କୋଣାର୍କ ଗଡ଼ିବା ଟ୍ରେନ ଶ୍ରୀମନ୍ଦିର ସହ ଯୋଡ଼ି ହେବ ସୂର୍ଯ୍ୟମନ୍ଦିର। ପୁରୀରୁ କୋଣାର୍କ ଗଡ଼ିବା ଟ୍ରେନ । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିପାଇଁ […]

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ, ୪ ସପ୍ତାହରେ ନିଯୁକ୍ତି ହେବେ ଅଧ୍ୟକ୍ଷ

୪ ସପ୍ତାହରେ ରତ୍ନଭଣ୍ଡାର ଅଧ୍ୟକ୍ଷ ନିଯୁକ୍ତି ହାଇକୋର୍ଟରେ ରତ୍ନଭଣ୍ଡାର ଖୋଲା ଓ ଗଣତି ଆବେଦନ ମାମଲା । ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି କରିବେ ସରକାର । ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର […]

ଆଜି ଠାରୁ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ

ଆଜି ରଥକାଠ ଅନୁକୂଳ ପବିତ୍ର ଶ୍ରୀପଞ୍ଚିମୀରେ । ଆଜି ଠାରୁ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ। ଶ୍ରୀନଅର ସମ୍ମୁଖ ରଥଖଳାକୁ ରଥକାଠ ଆଗମନ ହେବ। ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ […]

ତୁଟିଲା ସୁଆର ଓ ମହାସୁଆର ସେବାୟତଙ୍କ ବିବାଦ

୩ଘଣ୍ଟା ବିଳମ୍ବରେ ନୀତିକାନ୍ତି ତୁଟିଲା ସୁଆର ଓ ମହାସୁଆର ସେବାୟତଙ୍କ ବିବାଦ । ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ବାହାରିଲା ଗତକାଲି ରାତିର ଶତାଧିକ ଅଭଡା କୁଡୁଆ । କିନ୍ତୁ ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି […]

ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟର ତଳଭାଗରେ ଫାଟ

ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟରେ ଫାଟ ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟର ତଳଭାଗରେ ଫାଟ । ପଦ୍ମପାଖୁଡାରେ ଏକ ବିରାଟ ଫାଟ ସୃଷ୍ଟି ହୋଇ ଏହା ଭାଙ୍ଗି ଯିବାର ସ୍ଥିତି ସୃଷ୍ଟି ହୋଇଛି । ଏପରିକି ଗୁମୁଟରେ […]

ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଦେବାଭିଷେକ ନୀତି

ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ ଆଜି ପବିତ୍ର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ […]

ପୁରୀ ଯାଇ ଜଗନ୍ନାଥଙ୍କୁ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଜଗନ୍ନାଥ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ଜଗନ୍ନାଥଙ୍କୁ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରି ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ […]