କାଲି ପହଲି ରଜ, ଆଉ ଆଜି କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ […]