ହେଲମେଟ୍ ନପିନ୍ଧିଲେ ମାସକର ଦରମା ଅଟକିବ !

ହେଲମେଟ୍ ନପିନ୍ଧିଲେ ଅଟକିବ ଦରମା ବାଇକ ଚାଳନା ସମୟରେ ହେଲମେଟ୍ ନ ପିନ୍ଧିଲେ ଅଟକି ରହିବ ମାସକର ଦରମା। ଗଜପତି ଜିଲ୍ଲା ମୋହନ ବ୍ଲକ ଶିକ୍ଷା ଅଧିକାରୀଙ୍କ ନାଁରେ ଏଭଳି ଏକ ନିର୍ଦ୍ଦେଶନାମାର ଚିଠି […]

ବଢିଲା ପଞ୍ଚାୟତ ପ୍ରତିନିଧିଙ୍କ ପାରିତୋଷିକ

ବଢିଲା ସରପଞ୍ଚଙ୍କ ଦରମା ବଢିଲା ସରପଞ୍ଚଙ୍କ ଦରମା। ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା । ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ବଢିଲା ପାରିତୋଷିକ ଭତ୍ତା । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା […]

ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ

ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ । ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି […]

ବଢ଼ିଲା ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ

ବଢ଼ିଲା ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ସର୍ଭିସ ପ୍ରୋଭାଇଡିଂ ଏଜେନ୍ସିଙ୍କ ଦ୍ୱାରା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଆଉଟ୍‌ସୋର୍ସିଂ କର୍ମଚାରୀମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା […]

୪,୫୦୦ରୁ ୭ ହଜାର ଟଙ୍କାକୁ ବଢ଼ିଲା ଆଶାକର୍ମୀଙ୍କ ଦରମା

ବଢ଼ିଲା ଆଶାକର୍ମୀଙ୍କ ଦରମା ବଢ଼ିଲା ଆଶାକର୍ମୀଙ୍କ ଦରମା । ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଆଶାକର୍ମୀଙ୍କ […]

ଉର୍ଦ୍ଦୁ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିଲା

ଏଣିକି ୭,୪୦୦ ନୁହେଁ ୧୫,୦୦୦ ଟଙ୍କା ପାଇବେ ଉର୍ଦ୍ଦୁ ଶିକ୍ଷକ ରାଜ୍ୟର ଉଚ୍ଚ ପ୍ରାଥମିକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ […]

ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବି ବୃଦ୍ଧି କରାଯାଇଛି । ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ […]