ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧୀ ଓଡ଼ିଶାରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ । ବୀରମିତ୍ରପୁରରେ ତାଙ୍କୁ ଜୋରଦାର ସ୍ୱାଗତ କରାଯାଇଛି । ଦଳୀୟ କର୍ମୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଓଡ଼ିଶାରେ ରାହୁଲ ଗାନ୍ଧୀ […]