ଶ୍ରୀଲଙ୍କା-ପାକିସ୍ତାନ ମୁକାବିଲା ଏସିଆ କପ୍ ସୁପର ୪ ରାଉଣ୍ଡରେ ଆଜି ଶ୍ରୀଲଙ୍କା-ପାକିସ୍ତାନ ମୁକାବିଲା । ବିଜୟୀ ଦଳ ଫାଇନାଲରେ ପ୍ରବେଶ କରିବ । ପୂର୍ବରୁ ଫାଇନାଲରେ ସ୍ଥାନ ପକ୍କା କରି ସାରିଛି ଟିମ୍ ଇଣ୍ଡିଆ । […]