ସୋରେନଙ୍କ ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା ଲାଗିଛି । ଅନ୍ତରୀଣ ଜାମିନ ପାଇଁ ସୋରେନଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ସୋରେନ୍ […]

କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

୧୦୦ରୁ ୧୧୦୦ କୋଟି କେମିତି ହେଲା? : ସୁପ୍ରିମକୋର୍ଟ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଇଡିଙ୍କୁ ଅନେକ […]

ସୁପ୍ରିମକୋର୍ଟରେ ‘କୋଭିଶିଲ୍ଡ’ ମାମଲା

ସୁପ୍ରିମକୋର୍ଟରେ ‘କୋଭିଶିଲ୍ଡ’ ମାମଲା, ତଦନ୍ତ ଦାବି କରୋନା ଟିକା କୋଭିଶିଲ୍ଡର ସାଇଡ୍‌ ଇଫେକ୍ଟ ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ପେସାରେ ଓକିଲ ଥିବା ବିଶାଲ ତିୱାରୀ ନାମକ ଜଣେ ବ୍ୟକ୍ତି କୋଭିଶିଲ୍ଡ ଟିକା ସମ୍ପର୍କରେ […]

EVMକୁ ସୁପ୍ରିମକୋର୍ଟଙ୍କ କ୍ଲିନ୍‌ଚିଟ୍‌

VVPAT ଯାଞ୍ଚ ନେଇ ସମସ୍ତ ଆବେଦନ ଖାରଜ EVMକୁ ସୁପ୍ରିମକୋର୍ଟଙ୍କ କ୍ଲିନ୍‌ଚିଟ୍‌, VVPAT ଯାଞ୍ଚ ନେଇ ସମସ୍ତ ଆବେଦନ ଖାରଜ। ସବୁ ଭିଭିପିଏଟି ସ୍ଲିପ୍ ଗଣତି କରାଯିବନି । ଶହେ ପ୍ରତିଶତ ଭିଭିପିଏଟି ସ୍ଲିପ୍ […]

ORHDC ଦୁର୍ନୀତି ମାମଲାରେ ମୋକିମଙ୍କୁ ଜାମିନ

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ORHDC ଦୁର୍ନୀତି ମାମଲାରେ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ […]

ଇଡି ଗିରଫଦାରୀ ବିରୋଧରେ ସୁପ୍ରିମକୋର୍ଟରେ କେଜ୍ରିୱାଲଙ୍କ ଅପିଲ

ସୁପ୍ରିମକୋର୍ଟ ଗଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ପ୍ରଥମେ […]

ବିଆରଏସ ନେତ୍ରୀ କେ.କବିତାଙ୍କୁ ଝଟକା

କେ.କବିତା ଗିରଫ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ ବହୁଚର୍ଚ୍ଚିତ ଦିଲ୍ଲୀ ମଦ ନୀତି ମାମଲା । ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ. କବିତାଙ୍କୁ ଝଟକା। ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ। ନିମ୍ନକୋର୍ଟକୁ […]

ଇଲେକ୍ଟୋରାଲ ବଣ୍ଡ ନେଇ ସମସ୍ତ ତଥ୍ୟ ଦେଲା ଏସବିଆଇ

ସବୁ ତଥ୍ୟ ଦେଲା ଏସବିଆଇ ସୁପ୍ରିମକୋର୍ଟରେ ଷ୍ଟେଟ୍ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଆଜି ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠ ଦାଖଲ କରି କହିଛି କି SBI ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ […]

ସିଏଏ ସମ୍ପର୍କରେ ଜବାବ ରଖିବାକୁ ସରକାରକୁ ତିନି ସପ୍ତାହ ଦେଲେ ସୁପ୍ରିମକୋର୍ଟ

ସିଏଏ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ ସିଏଏ ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ । ନାଗରିକତା ସଂଶୋଧନ ଆଇନ୍ ବିରୋଧରେ ଦାଖଲ ହେଇଥିବା ୨ ଶହରୁ ଅଧିକ ଆବେଦନର ଶୁଣାଣି କରି […]

ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାରେ ମୁସଲିମ୍ ପକ୍ଷକୁ ଝଟକା 

ହାଇକୋର୍ଟରେ ୧୫ ମାମଲାର ଏକାଠି ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ  ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାରେ ମୁସଲିମ୍ ପକ୍ଷକୁ ବଡ଼ ଝଟକା । ମଙ୍ଗଳବାର ସୁପ୍ରିମକୋର୍ଟ ମୁସଲିମ୍ ପକ୍ଷର ଆବେଦନକୁ ଖାରଜ କରିବା […]

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସର୍ବୋଚ୍ଚନ୍ୟାୟାଳୟ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ମିଳିଛି ଆଶ୍ୱସ୍ତି । ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମଙ୍କ ବିଜୟକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧି […]