ଆଜି ଭୁବନେଶ୍ୱରରେ ପହଞ୍ଚିବେ, କାଲି ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ। କାଲି ସକାଳୁ ବାୟୁସେନାର ସ୍ଵତନ୍ତ୍ର ହେଲିକେପ୍ଟରରେ ପୁରୀ ଯିବେ। […]

ମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ସାଂସଦ ଅପରାଜିତା

କଟକ ଗସ୍ତରେ ସାଂସଦ ଅପରାଜିତା ଷଡ଼ଙ୍ଗୀମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସାଂସଦ ଅପରାଜିତା ଷଡ଼ଙ୍ଗୀ କଟକ ଆସି ସର୍ବ ପ୍ରଥମେ ସେ ମା କଟକ ଚଣ୍ଡୀ […]