ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନସିପରେ ଓଡ଼ିଆ ପୁଅ କିଶୋର ହଙ୍ଗେରୀର ବୁଡାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା । ଜାଭେଲିନ ଥ୍ରୋ ଇଭେଣ୍ଟରେ କିଶୋର ଫାଇନାଲରେ ରାଉଣ୍ଡରେ ପହଞ୍ଚିଛନ୍ତି […]